Genesis 42:38 — Compare Translations
5 translations compared side by side
Odia - 1840
"କିନ୍ତୁ ଯାକୁବ ତାଙ୍କୁ କହିଲେ, ମୁଁ ବିନ୍ଯାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିୟାଇଛି। ସେ ଜଣେ କବଳେ ରହିୟାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ୟାଏ ଏବଂ ରାସ୍ତା ରେ କିଛି ଗୋଟିଏ ହାଇୟୋଏ, ତବେେ ତୁମ୍ଭେ ମାେତେ ଶାେକରେ ମାରେ ଏହି ପକ୍ବ କେଶ ରେ କବରକୁ ପଠଇେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେଇଟି ମାତ୍ର ବାକୀ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯେବେ କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ଵ କେଶରେ କବରକୁ ପଠାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ ତାକୁ କହିଲେ, “ମୁଁ ବିନ୍ୟାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା’ର ଭାଇ ମରିଯାଇଛି। ସେ ଜଣେ କେବଳ ରହିଯାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ଯାଏ ଏବଂ ରାସ୍ତାରେ କିଛି ଗୋଟିଏ ହୋଇଯାଏ, ତେବେ ତୁମ୍ଭେ ମୋତେ ଶୋକରେ ମୋର ଏହି ପକ୍ୱ କେଶରେ କବରକୁ ପଠେଇ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, “ମୋ’ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”