Genesis 42:4 — Compare Translations
5 translations compared side by side
Odia - 1840
"କିନ୍ତୁ ଯାକୁବ ବିନ୍ଯାମୀନକୁ ପଠାଇଲେ ନାହିଁ। ବିନ୍ଯାମୀନ ଥିଲା ଯୋଷଫେର ଏକ ମାତାର ଭାଇ। ଯାକୁବ ଭୟ କଲା ଯେ ସଠାେରେ ମଧ୍ଯ ବିନ୍ଯାମୀନ ପାଇଁ କିଛି ଅଘଟଣା ଘଟିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମିନକୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, କେଜାଣି ଅବା ଏହାକୁ ବିପତ୍ତି ଘଟେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ ବିନ୍ୟାମୀନକୁ ପଠାଇଲେ ନାହିଁ। ବିନ୍ୟାମୀନ ଥିଲା ଯୋଷେଫଙ୍କର ଏକ ମାତାର ଭାଇ। ଯାକୁବ ଭୟ କଲେ ଯେ ସେଠାରେ ମଧ୍ୟ ବିନ୍ୟାମୀନ ପାଇଁ କିଛି ଅଘଟଣ ଘଟିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”