Genesis 42:5 — Compare Translations

5 translations compared side by side

Odia - 1840
"କିଣାନୀଯ ଦେଶ ରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣିନୀଯ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶଷ୍ଯ କିଣିବାକୁ ଗଲେ। ସମାନଙ୍କେ ମଧିଅରେ ଯାକୁବର ପୁତ୍ରମାନେ ମଧ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନ ଦେଶରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣାନ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶସ୍ୟ କିଣିବାକୁ ଗଲେ। ସେମାନଙ୍କ ମଧ୍ୟରେ ଯାକୁବର ପୁତ୍ରମାନେ ମଧ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।