Genesis 42:6 — Compare Translations

5 translations compared side by side

Odia - 1840
"ସହେି ସମୟରେ ମିଶର ରେ ଯୋଷଫେ ଅଧ୍ଯକ୍ଷ୍ଯ ଥିଲେ। ଯେଉଁମାନେ ମିଶରରୁ ଖାଦ୍ୟ ଶସ୍ଯ କ୍ରଯ କରୁଥିଲେ ସମାନଙ୍କେୁ ଯୋଷଫେ ଖାଦ୍ୟ ବିକ୍ରୀ କରୁଥିଲେ। ତେଣୁ ଯୋଷଫେର ଭାଇମାନେ ଆସିଲେ ଏବଂ ସମାନଙ୍କେର ମୁଖ ଭୂମି ଆଡ଼କୁ କରି ଯୋଷଫେକୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମିଶରରେ ଯୋଷେଫ ଅଧ୍ୟକ୍ଷ ଥିଲେ। ଯେଉଁମାନେ ମିଶରରୁ ଖାଦ୍ୟ ଶସ୍ୟ କ୍ରୟ କରୁଥିଲେ ସେମାନଙ୍କୁ ଯୋଷେଫ ଖାଦ୍ୟ ବିକ୍ରୀ କରୁଥିଲେ। ତେଣୁ ଯୋଷେଫଙ୍କର ଭାଇମାନେ ଆସିଲେ ଏବଂ ସେମାନଙ୍କର ମୁଖ ଭୂମି ଆଡ଼କୁ କରି ଯୋଷେଫକୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।