Genesis 42:8 — Compare Translations

5 translations compared side by side

Odia - 1840
"ଯୋଷଫେ ଜାଣିଥିଲେ ଯେ ସମାନେେ ତାଙ୍କର ଭାଇ। କିନ୍ତୁ ସମାନେେ ଯୋଷଫେକୁ ଚିହ୍ନି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଜାଣିଥିଲେ ଯେ ସେମାନେ ତାଙ୍କର ଭାଇ। କିନ୍ତୁ ସେମାନେ ଯୋଷେଫକୁ ଚିହ୍ନି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।