Genesis 42:9 — Compare Translations
5 translations compared side by side
Odia - 1840
"ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ଵପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, ତୁମ୍ଭେମାନେ ଚରଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ପୂର୍ବରୁ ସେମାନଙ୍କର ଭାଇମାନଙ୍କ ବିଷୟରେ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ମନେ କଲେ। ଯୋଷେଫ ସେମାନଙ୍କର ଭାଇମାନଙ୍କୁ କହିଲେ, “ତୁମ୍ଭେମାନେ ଏଠାକୁ ଖାଦ୍ୟ ଶସ୍ୟ କ୍ରୟ କରିବାକୁ ଆସି ନାହଁ। ତୁମ୍ଭେମାନେ ଗୁପ୍ତଚର। ଆମ୍ଭେ କେଉଁଥିରେ ଦୁର୍ବଳ ସେ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ଆସିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”