Genesis 43:1 — Compare Translations
5 translations compared side by side
Odia - 1840
"ଏହି ସମୟରେ ସେ ଦେଶ ରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ବିନ୍ୟାମୀନକୁ ମିଶରକୁ ଯିବାକୁ ଅନୁମତି ଦେଲେ ଏହି ସମୟରେ ସେ ଦେଶରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।