Genesis 43:10 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଆମ୍ଭମାନଙ୍କୁ ଆଗରୁ ୟିବାକୁ ଦଇେଥାନ୍ତ, ଆମ୍ଭେ ସଠାେରେ ପହଞ୍ଚି ସାରି ଦୁଇଥର ଫରେି ଆସିଥାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଆମ୍ଭମାନଙ୍କର ଏତେ ବିଳମ୍ଵ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ଵିତୀୟ ଥର ବାହୁଡ଼ି ଆସନ୍ତୁଣି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଆମ୍ଭମାନଙ୍କୁ ଆଗରୁ ଯିବାକୁ ଦେଇଥା’ନ୍ତ, ଆମ୍ଭେ ସେଠାରେ ପହଞ୍ଚି ସାରି ଦୁଇଥର ଫେରି ଆସିଥାଆନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥା’ନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।