Genesis 43:11 — Compare Translations

5 translations compared side by side

Odia - 1840
"ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁ‌‌ଗ୍‌‌ଗୁଳ ଓ ଗନ୍ଧରସ ନେଇ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍‍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।