Genesis 43:12 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଗତଥର ଯେତେ ଟଙ୍କା ନଇେଥିଲ ତା'ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫରୋଇ ଦଇେଥିଲେ ତାହାବି ନଇୟୋଅ କାରଣ ସେ ଏହା ଭୂଲ୍ ରେ ତୁମ୍ଭମାନଙ୍କୁ ଫରୋଇ ଦଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଗତଥର ଯେତେ ଟଙ୍କା ନେଇଥିଲ ତା’ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫେରାଇ ଦେଇଥିଲେ ତାହା ବି ନେଇଯାଅ କାରଣ ସେ ଏହା ଭୁଲରେ ତୁମ୍ଭମାନଙ୍କୁ ଫେରାଇ ଦେଇଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ।