Genesis 43:13 — Compare Translations
5 translations compared side by side
Odia - 1840
"ବିନ୍ଯାମୀନକୁ ନଇେ ତାଙ୍କ ପାଖକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣାମାନଙ୍କ ଭାଇକି ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନକୁ ନେଇ ତାଙ୍କ ପାଖକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।