Genesis 43:14 — Compare Translations
5 translations compared side by side
Odia - 1840
"ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପାର୍ଥନା କରିବି, ସେ ରାଜ୍ଯପାଳଙ୍କୁ ଏପରି କହି ଦବେେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେଶିମିଯୋନ ଓ ବିନ୍ଯାମୀନଙ୍କୁ ନିରାପଦ ରେ ଫରୋଇ ଦବେେ। ଯଦି ନ ଫରୋନ୍ତି, ତବେେ ମାେତେ ପୁଣି ପୁତ୍ର ପାଇଁ ଶାେକ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ । ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବି, ସେ ରାଜ୍ୟପାଳଙ୍କୁ ଏପରି କରି ଦେବେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେ ଶିମିୟୋନ ଓ ବିନ୍ୟାମୀନଙ୍କୁ ନିରାପଦରେ ଫେରାଇ ଦେବେ। ଯଦି ନ ଫେରାନ୍ତି, ତେବେ ମୋତେ ପୁଣି ପୁତ୍ର ପାଇଁ ଶୋକ କରିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
Odia IRV 2017 (ଓଡିଆ ବାଇବେଲ)
ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”