Genesis 43:15 — Compare Translations

5 translations compared side by side

Odia - 1840
"ତେଣୁ ସହେି ଭାଇମାନେ ସହେି ଉପହାର ଦଇେ ସହେି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସମାନଙ୍କେ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନଇଗେଲେ। ଏଥର ତାଙ୍କ ସହିତ ବିନ୍ଯାମୀନ ମଧ୍ଯ ମିଶରକୁ ଗଲେ। ସମାନେେ ଯେତବେେଳେ ସଠାେରେ ପହନ୍ଚିଲେ, ସମାନେେ ଯୋଷଫଙ୍କେୁ ଦେଖିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭାଇମାନେ ସେହି ଉପହାର ନେଇ ସେହି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସେମାନଙ୍କ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନେଇଗଲେ। ଏଥର ତାଙ୍କ ସହିତ ବିନ୍ୟାମୀନ ମଧ୍ୟ ମିଶରକୁ ଗଲା। ସେମାନେ ଯେତେବେଳେ ସେଠାରେ ପହଞ୍ଚିଲେ, ସେମାନେ ଯୋଷେଫଙ୍କୁ ଦେଖିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ସେହି ଭେଟିଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।