Genesis 43:17 — Compare Translations
5 translations compared side by side
Odia - 1840
"ଦାସକୁ ଯେପରି କୁହା ୟାଇଥିଲା ସେ ଠିକ୍ ସହେିପରି କଲା। ସେ ସହେି ଲୋକମାନଙ୍କୁ ଯୋଷଫଙ୍କେ ଗୃହକୁ ପା େଛାଟି ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାସକୁ ଯେପରି କୁହା ଯାଇଥିଲା ସେ ଠିକ୍ ସେହିପରି କଲା। ସେ ସେହି ଲୋକମାନଙ୍କୁ ଯୋଷେଫଙ୍କ ଗୃହକୁ ପାଛୋଟି ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।