Genesis 43:18 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଭୟଭିତ ହାଇେ ଗଲେ ଯେତବେେଳେ ସମାନେେ ଯୋଷଫଙ୍କେ ଗୃହକୁ ଗଲେ। ସମାନେେ କହିଲେ, ଆମ୍ଭମାନଙ୍କୁ ଏଥର ଏଠାକୁ ଅଣା ୟିବାର କାରଣ ହେଉଛ ଗତଥର ଆମ୍ଭମାନେେ ଶସ୍ଯ ଅଖା ସହିତ ସହେି ଟଙ୍କା ନଇେ ୟାଇଥିଲୁ। ଆମ୍ଭ ବିରୁଦ୍ଧ ରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନଇେଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଭୟଭୀତ ହୋଇ ଗଲେ, ଯେତେବେଳେ ସେମାନେ ଯୋଷେଫଙ୍କ ଗୃହକୁ ଗଲେ। ସେମାନେ କହିଲେ, “ଆମ୍ଭମାନଙ୍କୁ ଏଥର ଏଠାକୁ ଅଣାଯିବାର କାରଣ ହେଉଛି ଗତ ଥର ଆମ୍ଭେମାନେ ଶସ୍ୟ ଅଖା ସହିତ ସେହି ଟଙ୍କା ନେଇ ଯାଇଥିଲୁ। ଆମ୍ଭ ବିରୁଦ୍ଧରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନେଇଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
Odia IRV 2017 (ଓଡିଆ ବାଇବେଲ)