Genesis 43:2 — Compare Translations

5 translations compared side by side

Odia - 1840
"ଯାକୁବର ପରବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ଯ ଖାଇ ଦେଲେ। ଯେତବେେଳେ ସହେି ଶସ୍ଯସବୁ ସରିଗଲା। ଯାକୁବ ତା'ର ପୁତ୍ରମାନଙ୍କୁ କହିଲେ, ମିଶରକୁ ୟାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ଯ ଖାଇବା ପାଇଁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”