Genesis 43:20 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ମହାଶୟ ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ଏହା ସତ୍ଯ ଅଟେ। ଗତଥର ଆମ୍ଭମାନେେ ଏଠାକୁ ଖାଦ୍ୟ କ୍ରଯ କରିବାକୁ ଆସିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ମହାଶୟ, ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ଆପଣଙ୍କୁ ଯାହା କହୁଛୁ ଏହା ସତ୍ୟ ଅଟେ। ଗତଥର ଆମ୍ଭେମାନେ ଏଠାକୁ ଖାଦ୍ୟ କ୍ରୟ କରିବାକୁ ଆସିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
Odia IRV 2017 (ଓଡିଆ ବାଇବେଲ)
“ପ୍ରଭୁ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;