Genesis 43:21 — Compare Translations
5 translations compared side by side
Odia - 1840
"ୟିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବଳକେୁ ଆମ୍ଭମାନଙ୍କର ଟଙ୍କା ପ୍ରେତ୍ୟକକଙ୍କ ପଟ ମଧିଅରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।