Genesis 43:22 — Compare Translations
4 translations compared side by side
Odia - 1840
"ଆମ୍ଭେ ଜାଣି ନାହୁଁ ତାହା ସଠାେକୁ କିପରି ଗଲା। କିନ୍ତୁ ଆମ୍ଭମାନେେ ସହେି ଅର୍ଥ ତୁମ୍ଭକୁ ଦବୋ ପାଇଁ ଫରୋଇ ଆଣିଛୁ। କିଛି ଖାଦ୍ୟ ନଇୟିବୋ ପାଇଁ ଆଉ କିଛି ଅର୍ଥ ଆଣିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”