Genesis 43:23 — Compare Translations

5 translations compared side by side

Odia - 1840
"କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା । ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାସ ଉତ୍ତର ଦେଲେ, “ଭୟ କର ନାହିଁ। ମୋତେ ବିଶ୍ୱାସ କର। ତୁମ୍ଭର ପରମେଶ୍ୱର ତୁମ୍ଭ ପିତାଙ୍କର ପରମେଶ୍ୱର, ଉପହାର ସ୍ୱରୂପ ତୁମ୍ଭ ପଟରେ ପୁରା ଯାଇଥିଲା। ମୋର ମନେ ଅଛି ତୁମ୍ଭେ ସେହି ଟଙ୍କା ଗତ ଥର ମୋତେ ଶସ୍ୟ କିଣିବା ସମୟରେ ଦେଇଥିଲ।” ଏହା ପରେ ସେହି ଦାସଜଣକ ଶିମିୟୋନକୁ କାରାଗାରରୁ ବାହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋ’ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।