Genesis 43:24 — Compare Translations

5 translations compared side by side

Odia - 1840
"ସହେି ଦାସ ଏମାନଙ୍କୁ ଯୋଷଫଙ୍କେ ଗୃହକୁ ନଇଗେଲେ। ସେ ତାଙ୍କୁ ତାଙ୍କର ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହାପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।