Genesis 43:25 — Compare Translations
5 translations compared side by side
Odia - 1840
"ଭାଇମାନେ ଶୁଣିବାକୁ ପାଇଲେ ଯେ ସମାନେେ ଯୋଷଫଙ୍କେ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସମାନେେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।