Genesis 43:26 — Compare Translations
5 translations compared side by side
Odia - 1840
"ଯୋଷଫେ ଗୃହକୁ ପ୍ରବେଶ କଲେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହାପରେ ସମାନେେ ଯୋଷଫଙ୍କେୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟୀ ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଗୃହକୁ ପ୍ରବେଶ କରନ୍ତେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହା ପରେ ସେମାନେ ଯୋଷେଫଙ୍କୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।