Genesis 43:27 — Compare Translations
5 translations compared side by side
Odia - 1840
"ଯୋଷଫେ ସମାନଙ୍କେୁ ସମାନଙ୍କେର ଭଲମନ୍ଦ ବିଷଯ ରେ ପଚାରିଲେ। ତା'ପରେ ଯୋଷଫେ କହିଲେ, ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲ ରେ ବଞ୍ଚିଛନ୍ତି ତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜିଯାଏ ବଞ୍ଚିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେମାନଙ୍କୁ ସେମାନଙ୍କର ଭଲମନ୍ଦ ବିଷୟରେ ପଗ୍ଭରିଲେ। ତା’ପରେ ଯୋଷେଫ କହିଲେ, “ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲରେ ବଞ୍ଚିଛନ୍ତି ତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”