Genesis 43:28 — Compare Translations
5 translations compared side by side
Odia - 1840
"ଭାଇମାନେ ଉତ୍ତର ଦେଲେ, ହଁ, ମହାଶୟ ଆମ୍ଭର ପିତା ଏବେ ଜୀବିତ। ଏବଂ ସମାନେେ ପୁନ୍ନର୍ବାର ଯୋଷଫଙ୍କେୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜିଯାଏ ବଞ୍ଚିଅଛନ୍ତି । ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଉତ୍ତର ଦେଲେ, “ହଁ ମହାଶୟ, ଆମ୍ଭର ପିତା ଏବେ ଜୀବିତ।” ଏବଂ ସେମାନେ ପୁନର୍ବାର ଯୋଷେଫଙ୍କୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି। ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।”