Genesis 43:29 — Compare Translations

5 translations compared side by side

Odia - 1840
"ଯେତବେେଳେ ଯୋଷଫେ ତାଙ୍କର ଭାଇ ବିନ୍ଯାମୀନକୁ ଦେଖିଲେ। ବିନ୍ଯାମୀନ ଓ ଯୋଷଫେ ଗୋଟିଏ ମା'ର ସନ୍ତାନ। ଯୋଷଫେ କହିଲେ, ଏହି କ'ଣ ତୁମ୍ଭର ସାନ ଭାଇ, ଯାହା ବିଷଯ ରେ ତୁମ୍ଭେ ମାେତେ କହୁଥିଲ? ଏହାପରେ ଯୋଷଫେ ବିନ୍ଯାମୀନଙ୍କୁ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ବର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, “ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”