Genesis 43:3 — Compare Translations

5 translations compared side by side

Odia - 1840
"କିନ୍ତୁ ଯିହୁଦା ଯାକୁବଙ୍କୁ କହିଲେ, ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦଇେ କହିଥିଲେ, 'ଯଦି ତୁମ୍ଭେ ତୁମ୍ଭର ଭାଇକୁ ମାେ ପାଖକୁ ନଆଣ ତବେେ ତୁମ୍ଭ ସହିତ କଥାବାର୍ତ୍ତା ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦା ତାଙ୍କୁ କହିଲା, ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୁଦା ଯାକୁବଙ୍କୁ କହିଲା, “ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦେଇ କହିଥିଲେ, ‘ଯଦି ତୁମ୍ଭେ ତୁମ୍ଭର ଭାଇକୁ ମୋ’ ପାଖକୁ ନ ଆଣ, ତେବେ ତୁମ୍ଭ ସହିତ କଥାବାର୍ତ୍ତା ହେବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।