Genesis 43:30 — Compare Translations
5 translations compared side by side
Odia - 1840
"ତା'ପରେ ଯୋଷଫେ ଆଉ ଅଧିକ ସମୟ ନିଜର ଦୟା ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶିଘ୍ର ସମାନଙ୍କେ ପାଖରୁ ଆଉ ଗୋଟିଏ କଠାେରୀକୁ ଗଲେ ଏବଂ କାନ୍ଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଆଉ ଅଧିକ ସମୟ ନିଜର କୋହ ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶୀଘ୍ର ସେମାନଙ୍କ ପାଖରୁ ଆଉ ଗୋଟିଏ କୋଠରୀକୁ ଗଲେ ଏବଂ କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।