Genesis 43:33 — Compare Translations
5 translations compared side by side
Odia - 1840
"ଯୋଷଫେର ଭାଇମାନେ ଯୋଷଫେର ଆଗ ଟବେୁଲ ରେ ଖାଇ ବସିଲେ। ତା'ର ଭାଇମାନେ ବଡ଼ରୁ ସାନ କ୍ରମ ରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଚାହୁଁଥାନ୍ତି। କ'ଣ ସବୁ ଘଟୁଛି ସମାନେେ ଆଶ୍ଚର୍ୟ୍ଯ ହେଉଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଭାଇମାନେ ଯୋଷେଫଙ୍କ ଆଗ ଟେବୁଲରେ ଖାଇ ବସିଲେ। ତାଙ୍କର ଭାଇମାନେ ବଡ଼ରୁ ସାନ କ୍ରମରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଗ୍ଭହୁଁଥା’ନ୍ତି। କ’ଣ ସବୁ ଘଟୁଛି ସେମାନେ ଆଶ୍ଚର୍ଯ୍ୟ ହେଉଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।