Genesis 43:5 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ବିନ୍ଯାମୀନଙ୍କୁ ଆମ ସହିତ ନ ପଠାଅ। ତବେେ ଆମ୍ଭେ ଆଉ ସଠାେକୁ ୟିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦଇେଛି ଯେ ତୁମ୍ଭର ସାନଭାଇକୁ ନଆଣି ଏଠାକୁ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ବିନ୍ୟାମୀନଙ୍କୁ ଆମ୍ଭ ସହିତ ନ ପଠାଅ, ତେବେ ଆମ୍ଭେ ଆଉ ସେଠାକୁ ଯିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦେଇଛି ଯେ ତୁମ୍ଭର ସାନ ଭାଇକୁ ନ ଆଣି ଏଠାକୁ ଆସିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।”