Genesis 43:6 — Compare Translations

5 translations compared side by side

Odia - 1840
"ଯାକୁବ କହିଲା, ତୁମ୍ଭମାନେେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭମାନେେ ମାେ ପାଇଁ ଏକ ଖରାପ କାର୍ୟ୍ଯ କାହିଁକି କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ କହିଲେ, ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ କହିଲେ, “ତୁମ୍ଭେମାନେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭେମାନେ ମୋ’ ପାଇଁ ଏକ ଖରାପ କାର୍ଯ୍ୟ କାହିଁକି କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋ’ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”