Genesis 43:7 — Compare Translations
5 translations compared side by side
Odia - 1840
"ଭାଇମାନେ ଉତ୍ତର ଦେଲେ, ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଚାରିଲା। ସେ ଆମ୍ଭ ବିଷଯ ରେ ଓ ଆମ୍ଭ ପରିବାର ବଷଯ ରେ ସବୁ ଜାଣିବାକୁ ଚାହିଁଲା। ସେ ଆମ୍ଭମାନଙ୍କୁ ପଚାରିଲା, 'ତୁମ୍ଭର ପିତା କ'ଣ ଏବବେି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହ ରେ ଅଛି କି?' ଆମ୍ଭେ ଜାଣି ନଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇକି ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଉତ୍ତର ଦେଲେ, “ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଗ୍ଭରିଲେ। ସେ ଆମ୍ଭ ବିଷୟରେ ଓ ଆମ୍ଭ ପରିବାର ବିଷୟରେ ସବୁ ଜାଣିବାକୁ ଗ୍ଭହିଁଲେ। ସେ ଆମ୍ଭମାନଙ୍କୁ ପଗ୍ଭରିଲେ, ‘ତୁମ୍ଭର ପିତା କ’ଣ ଏବେ ବି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହରେ ଅଛି କି?’ ଆମ୍ଭେ ଜାଣି ନ ଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?”