Genesis 43:8 — Compare Translations

5 translations compared side by side

Odia - 1840
"ଏହାପରେ ଯିହୁଦା ତାଙ୍କର ପିତାଙ୍କୁ କହିଲେ, ବିନ୍ଯାମୀନକୁ ମାେ ସହିତ ୟିବାକୁ ଦିଅ। ମୁଁ ତା'ର ଯତ୍ନ ନବେି। ଆମ୍ଭମାନଙ୍କୁ ମିଶର ୟାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନଯାଉ ତବେେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ଯ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦା ତାଙ୍କର ପିତାଙ୍କୁ କହିଲା, “ବିନ୍ୟାମୀନକୁ ମୋ’ ସହିତ ଯିବାକୁ ଦିଅ। ମୁଁ ତା’ର ଯତ୍ନ ନେବି। ଆମ୍ଭମାନଙ୍କୁ ମିଶରକୁ ଯାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନ ଯାଉ ତେବେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ୟ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।”