Genesis 43:9 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା' ପାଇଁ ଦାଯି ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫରୋଇ ନଆଣେ ତବେେ ତୁମ୍ଭେ ମାେତେ ଜୀବନ ସାରା ଦୋଷ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯେବେ ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା’ ପାଇଁ ଦାୟୀ ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫେରାଇ ନ ଆଣେ, ତେବେ ତୁମ୍ଭେ ମୋତେ ଜୀବନ ସାରା ଦୋଷ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାର ଲଗା ହେଲି, ମୋ’ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋ’ ଉପରେ ବର୍ତ୍ତିବ।