Genesis 44:1 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ଦାସଙ୍କୁ ନିର୍ଦ୍ଦେଶ ଦଇେ କହିଲେ, ସହେି ଲୋକମାନଙ୍କର ପଟ ରେ ସମାନେେ ଯେତେ ନଇେପାରିବେ େସତେ ଶସ୍ଯ ଭର୍ତ୍ତି କର ଏବଂ ସମାନଙ୍କେ ପଇସା ମଧ୍ଯ ତାଙ୍କ ଥଳି ଉପରେ ରଖି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଏକ ଫାନ୍ଦ ପ୍ରସ୍ତୁତ କଲେ ଯୋଷେଫ ତାଙ୍କର ଦାସଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ସେହି ଲୋକମାନଙ୍କର ପଟରେ ସେମାନେ ଯେତେ ନେଇପାରିବେ, ସେତେ ଶସ୍ୟ ଭର୍ତ୍ତି କର ଏବଂ ସେମାନଙ୍କ ପଇସା ମଧ୍ୟ ତାଙ୍କ ଥଳି ଉପରେ ରଖି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।