Genesis 44:12 — Compare Translations
5 translations compared side by side
Odia - 1840
"ଯୋଷଫଙ୍କେ ଦାସ ସହେି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ବଯ ରେ ସାନର ପଟ ଦେଖିଲେ। ଶଷେ ରେ ବିନ୍ଯାମୀନର ପଟରୁ ସହେି ପାତ୍ରଟିକୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମିନର ପଟରୁ ସେହି ତାଟିଆ ମିଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କ ଦାସ ସେହି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ୱୟରେ ସାନର ପଟ ଦେଖିଲେ। ଶେଷରେ ବିନ୍ୟାମୀନର ପଟରୁ ସେହି ପାତ୍ରଟିକୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା।