Genesis 44:13 — Compare Translations
5 translations compared side by side
Odia - 1840
"ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସମାନେେ ଦୁଃଖ ରେ ସମାନଙ୍କେର ପୋଷାକ ଚିରି ପକାଇଲେ। ସମାନେେ ସମାନଙ୍କେର ପଟଗୁଡ଼ିକ ଗଧ ପିଠି ରେ ପକାଇ ନଗରକୁ ଫରେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସେମାନେ ଦୁଃଖରେ ସେମାନଙ୍କର ପୋଷାକ ଚିରି ପକାଇଲେ। ସେମାନେ ସେମାନଙ୍କର ପଟଗୁଡ଼ିକ ଗଧ ପିଠିରେ ପକାଇ ନଗରକୁ ଫେରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ।