Genesis 44:14 — Compare Translations

5 translations compared side by side

Odia - 1840
"ଯିହୁଦା ଏବଂ ତା'ର ଭାଇମାନେ ଯୋଷଫଙ୍କେ ଗୃହକୁ ଗଲେ। ଯୋଷଫେ ସହେିଠା ରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେ ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଏବଂ ତା’ର ଭାଇମାନେ ଯୋଷେଫଙ୍କ ଗୃହକୁ ଗଲେ। ଯୋଷେଫ ସେହିଠାରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।