Genesis 44:15 — Compare Translations
5 translations compared side by side
Odia - 1840
"ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ'ଣ ଜାଣି ପାରିଲ ନାହିଁ। ମୁଁ ସମସ୍ତ ଗୁପ୍ତକଥା ଜାଣିପା ରେ। ମାଠାରୁେ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରା ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ’ଣ ଜାଣି ପାରିଲ ନାହିଁ, ମୁଁ ସମସ୍ତ ଗୁପ୍ତକଥା ଜାଣିପାରେ। ମୋ’ଠାରୁ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”