Genesis 44:16 — Compare Translations

5 translations compared side by side

Odia - 1840
"ଯିହୁଦା କହିଲେ, ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫଇେ ଦବୋର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରିପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ ଦୋଷ। ପରମେଶ୍ବରଙ୍କ ବିଚାର ରେ ଆମ୍ଭେ କରିଥିବା କାର୍ୟ୍ଯ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ତୁମ୍ଭର ଦାସ ହାଇେ ରହିବୁ, ତାହା ସହିତ ଯାହାର ପଟରୁ ତୁମ୍ଭର ପାତ୍ର ମିଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା କହିଲା, “ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫେଇ ଦେବାର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରି ପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ଦୋଷ। ପରମେଶ୍ୱରଙ୍କ ବିଗ୍ଭରରେ ଆମ୍ଭେ କରିଥିବା କାର୍ଯ୍ୟ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ଆପଣଙ୍କ ଦାସ ହୋଇ ରହିବୁ, ତାହା ସହିତ ଯାହାର ପଟରୁ ଆପଣଙ୍କ ପାତ୍ର ମିଳିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
Odia IRV 2017 (ଓଡିଆ ବାଇବେଲ)