Genesis 44:17 — Compare Translations
5 translations compared side by side
Odia - 1840
"କିନ୍ତୁ ଯୋଷଫେ କହିଲେ, ପରମେଶ୍ବର ଏପରି କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କବଳେ ଯେ ମାରେ ପାତ୍ର ଚୋରି କରିଛି, ସେ ମାରେ ଦାସ ହବେ। ଅନ୍ୟମାନେ ଶାନ୍ତି ରେ ତୁମ୍ଭର ପିତାଙ୍କ ନିକଟକୁ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ କହିଲେ, ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଷେଫ କହିଲେ, “ପରମେଶ୍ୱର ଏପରି ନ କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କେବଳ ଯେ ମୋର ପାତ୍ର ଗ୍ଭେରି କରିଛି, ସେ ମୋର ଦାସ ହେବ। ଅନ୍ୟମାନେ ଶାନ୍ତିରେ ତୁମ୍ଭର ପିତାଙ୍କ ନିକଟକୁ ଫେରିଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।”