Genesis 44:18 — Compare Translations

5 translations compared side by side

Odia - 1840
"ଏହାପରେ ଯିହୁଦା ଯୋଷଫଙ୍କେ ନିକଟକୁ ୟାଇ କହିଲେ, ହେ ମହାଶୟ, ମାେତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମାେ ଉପରେ କୋରଧ କର ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦା ନିକଟକୁ ଯାଇ କହିଲା, ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଵଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ବିନ୍ୟାମୀନ ପାଇଁ ଯୁକ୍ତି କଲା ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।”