Genesis 44:19 — Compare Translations

5 translations compared side by side

Odia - 1840
"ପୂର୍ବରୁ ଆପଣ ଆମ୍ଭକୁ ପଚାରି ଥିଲେ, 'ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ଆପଣ ଆମ୍ଭକୁ ପଗ୍ଭରି ଥିଲେ, ‘ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ‘ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?’
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, “ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?”