Genesis 44:2 — Compare Translations
5 translations compared side by side
Odia - 1840
"ସାନ ଭାଇର ପଟ ରେ ତା'ର ଟଙ୍କା ତକ ଭର୍ତ୍ତି କର। କିନ୍ତୁ ତା'ର ପଟ ରେ ମାରେ ରୂପାତାଟିଆ ରଖ। ଯୋଷଫେ ସମାନଙ୍କେୁ ଯେପରି କହିଲେ ଦାସମାନେ ଠିକ୍ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ । ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସାନ ଭାଇର ପଟରେ ତା’ର ଟଙ୍କାତକ ଭର୍ତ୍ତି କର। କିନ୍ତୁ ତା’ର ପଟରେ ମୋର ରୂପା ତାଟିଆ ରଖ।” ଯୋଷେଫ ସେମାନଙ୍କୁ ଯେପରି କହିଲେ ଦାସମାନେ ଠିକ୍ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।