Genesis 44:20 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭକୁ ଉତ୍ତର କରିଥିଲୁ, 'ହଁ, ଆମ୍ଭର ଏକ ପିତା ଅଛନ୍ତି। ସେ ବାର୍ଦ୍ଧକ୍ଯ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ଯନ୍ତ ପ୍ ରମେ କରୁଥିଲେ। କାରଣ ସେ ପିତାଙ୍କର ବର୍ଦ୍ଧକ୍ଯ କାଳ ରେ ଜନ୍ମ ନଇେଥିଲେ। ସହେି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ଯାମୀନ ହେଉଛି ସହେି ଭାଇ ଯାହା ଏକା ମାର ସନ୍ତାନ। ଆମ୍ଭର ପିତା ମଧ୍ଯ ତାଙ୍କୁ ଅତ୍ଯନ୍ତ ଭଲପାନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣଙ୍କୁ ଉତ୍ତର କରିଥିଲୁ, ‘ହଁ, ଆମ୍ଭର ଏକ ପିତା ଅଛନ୍ତି, ସେ ବୃଦ୍ଧ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ୟନ୍ତ ପ୍ରେମ କରୁଥିଲେ। କାରଣ ସେ ପିତାଙ୍କର ବାର୍ଦ୍ଧକ୍ୟ କାଳରେ ଜନ୍ମ ନେଇଥିଲା। ସେହି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ୟାମୀନ ହେଉଛି ସେହି ଭାଇ ଯିଏ ଏକ ମା’ର ସନ୍ତାନ। ଆମ୍ଭର ପିତା ମଧ୍ୟ ତାକୁ ଅତ୍ୟନ୍ତ ଭଲପାନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।