Genesis 44:21 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭେ ଆମ୍ଭକୁ କହିଲେ, ' ତବେେ ସହେି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଚା ହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।”