Genesis 44:23 — Compare Translations

5 translations compared side by side

Odia - 1840
"କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମାେତେ କବେେ ଦେଖିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମୋତେ କେବେ ଦେଖିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।”