Genesis 44:24 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ପିତଙ୍କ ନିକଟକୁ ଫରେି ଗଲୁ ଓ ତୁମ୍ଭେ ଯାହା କହିଥିଲ, ତାଙ୍କୁ କହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହି ସବୁ କଥା କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ପିତାଙ୍କ ନିକଟକୁ ଫେରି ଗଲୁ ଓ ଆପଣ ଯାହା କହିଥିଲେ, ତାଙ୍କୁ କହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।