Genesis 44:26 — Compare Translations
5 translations compared side by side
Odia - 1840
"ଏବଂ ଆମ୍ଭେ ପିତାଙ୍କୁ କହିଲୁ, 'ଆମ୍ଭେ ଆମ୍ଭର ସାନ ଭାଇ ବିନା ୟାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନୟାଏ, ତାହାହେଲେ ସହେି ବ୍ଯକ୍ତିର ମୂଖ ଦେଖି ପାରିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ କହିଲୁ, ଯାଇ ପାରିବୁ ନାହିଁ; ଯେବେ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ କହିଲୁ, “ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।”