Genesis 44:27 — Compare Translations
5 translations compared side by side
Odia - 1840
"ଏହାପରେ ଆମ୍ଭର ପିତା ଆମ୍ଭକୁ କହିଲେ, 'ତୁମ୍ଭେ ଜାଣ ମାରେସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁକହିଲେ, ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭର ପିତା ଆମ୍ଭକୁ କହିଲେ, ‘ତୁମ୍ଭେ ଜାଣ ମୋର ସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।”